ଜମଲା ରେ କଲ୍ଯାଣ ମଣ୍ଡପ ଉଦ୍ଘାଟନ କଲେ ବିଧାୟିକା


 ଜମଲା ରେ କଲ୍ଯାଣ ମଣ୍ଡପ ଉଦ୍ଘାଟନ କଲେ ବିଧାୟିକା ।

ପଦ୍ମପୁର :- ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜମଲା ଗୌନ୍ତିଆ ପଡା ରେ କଲ୍ଯାଣ ମଣ୍ଡପ ଉଦଘାଟିତ ହୋଇଯାଇଛି। ଏହି ମଣ୍ଡପ କୁ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ରାଜବୋଡାସମ୍ବର ବ୍ଳକ୍ ଅଧ୍ୟକ୍ଷ ରଞ୍ଜିତ ସିଂ ବରିହା, ଜିଲ୍ଲା ପରିଷଦ ସଭ୍ୟ ପୂର୍ଣିମା ରଣା, ସମିତି ସଭ୍ଯ ପୁଷ୍ପାଞ୍ଜଳି ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ବିଜେଡି ନେତା ପ୍ରଶାନ୍ତ ମହାନ୍ତି, ଅନିରୁଦ୍ଧ ରଣା, ମନୋରଞ୍ଜନ ପୁରୋହିତ, ଠାକୁର ପଣ୍ଡା ଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ଥିଲେ l

Comments

Popular posts from this blog

ନିଟ୍ (ୟୁଜି-ମେଡିକାଲ) ପରୀକ୍ଷା ୨୦୨୫ରେ ବରଗଡ଼ କ୍ରୀଷ୍ଣା ବିକାଶ, ସଫଳତା

ବରପାଲି ରେ ସେବା ସପ୍ତାହ ଆଜି ଉଦଯାପିତ

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳିତ