ସାଇକେଲ ଷ୍ଟୋର, ଗୋଦାମରେ ଜିଏସ୍‌ଟି ଚଢ଼ାଉ


 ସାଇକେଲ ଷ୍ଟୋର, ଗୋଦାମରେ ଜିଏସ୍‌ଟି ଚଢ଼ାଉ


: ବରଗଡ଼ ଥାନାଛକରେ ଥିବା ମହାଲକ୍ଷ୍ମୀ ସାଇକେଲ ଷ୍ଟୋରରେ  ଜିଏସ୍‌ଟି ଚଢ଼ାଉ ହୋଇଛି। ଟିକସ ଫାଙ୍କିଥିବା ଅଭିଯୋଗରେ ବରଗଡ଼ର ସିଟି ଜିଏସଟି ଡେପୁଟି କମିଶନର ନାଭିଦିତ୍ୟ ନାୟକଙ୍କ ନେତୃତ୍ବରେ ଏହି ଚଢ଼ାଉ ହୋଇଥିବା ବେଳେ

ସମ୍ପୃକ୍ତ ସାଇକେଲ ଷ୍ଟୋର ମାଲିକଙ୍କ ରେଳ ଷ୍ଟେସନ ପାଖରେ ଥିବା ଗୋଦାମ ଓ ଘରେ ମଧ୍ୟ ଚଢ଼ାଉ ହୋଇଛି। ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ ହୋଇଥିବା ବେଳେ ସିଟି ଜି.ଏସ.ଟି ବିଭାଗର ବରଗଡ଼,ସମ୍ବଲପୁର ସର୍କଲ କର୍ମଚାରୀମାନେ ଏହି ଚଢାଉ ରେ ସାମିଲ ହୋଇଛନ୍ତି।

Comments

Popular posts from this blog

ନିଟ୍ (ୟୁଜି-ମେଡିକାଲ) ପରୀକ୍ଷା ୨୦୨୫ରେ ବରଗଡ଼ କ୍ରୀଷ୍ଣା ବିକାଶ, ସଫଳତା

ବରପାଲି ରେ ସେବା ସପ୍ତାହ ଆଜି ଉଦଯାପିତ

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳିତ