ଓଡ଼ିଆ ଅସ୍ମିତା ର ଅନନ୍ୟ ଶ୍ରାବଣ


  ଓଡ଼ିଆ ଅସ୍ମିତା ର ଅନନ୍ୟ ଶ୍ରାବଣ 


ସ୍ଥାନୀୟ ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ  ସମ୍ବାଦ ଆମ ଓଡିଶା ଆନୁକୂଲ୍ୟରେ  ସମ୍ବାଦ ଗ୍ରୁପ ର ଅଧକ୍ଷ ସୌମରଞ୍ଜନ ପଟ୍ଟନାୟକ ଙ୍କ ସଭାପତିତ୍ବରେ  ଓଡ଼ିଆ ଅସ୍ମିତା ର ଅନନ୍ୟ ଶ୍ରାବଣ ସ୍ଵଭାଵକବି ଗଙ୍ଗାଧର ମେହେର ଙ୍କ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ସାରସ୍ଵତ ସମାରୋହ ରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ଭାବେ ସତ୍ୟବ୍ରତ ମିଶ୍ର ,ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଡ଼ଃ ଗୌରହରି ଦାସ ଯୋଗ ଦେଇଥିଲେ। ଅତିଥି ମାନଙ୍କ ଦ୍ଵାରା ଦ୍ଵୀପ ପ୍ରଜ୍ବଳନ ପରେ ଅରବିନ୍ଦ ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପଦ୍ମଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।  ଏହି ସମାରୋହ ରେ ଲିଟିଲ ଏଞ୍ଜେଲ ପବ୍ଲିକ ସ୍କୁଲ ର ଛାତ୍ର ଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ ଓ ରେଡିଏନ୍ସ ସ୍କୁଲ ବିଜେପୁର ତରଫରୁ ଏକ ନୃତ୍ୟ ନଟିକା ପ୍ରଦର୍ଶିତ ହୋଇଥିଲା l

Comments

Popular posts from this blog

ସାଂସଦ ଓ ବିଧାୟକ ଙ୍କ ବରପାଲି ଗସ୍ତ

ନଗର ଯାଦବ ସମାଜ ପକ୍ଷରୁ ନୂତନ କର୍ମକର୍ତ୍ତା ଚୟନ

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ