ବରପାଲି ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ର ପାଠଚକ୍ର କାର୍ଯ୍ୟକ୍ରମ


 ବରପାଲି ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ର ପାଠଚକ୍ର କାର୍ଯ୍ୟକ୍ରମ



ବରପାଲି:-୨୬.୧୦-(ଚିତ୍ତରଞ୍ଜନ ସାହୁ) ବରଗଡ ଜିଲ୍ଲା ବରପାଲି ମହାବିଦ୍ୟାଳୟରେ ଶିକ୍ଷା ବିଭାଗ  ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ  ବିଭାଗୀୟ 

ମୁଖ୍ୟ ଶ୍ରୀମତୀ ମମତା ସାହୁ ସଭାପତିତ୍ବ କରିଥିବା ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷା ଜୟନ୍ତୀ ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ । ଯୁକ୍ତ ତିନି ପ୍ରଥମ,ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ର ଛାତ୍ରୀ ମାନେ ମାନସ ଖମାରୀ,ଝରଣା ପଟେଲ,ଅପର୍ଣ୍ଣାଦାଶ, ରସ୍ମିତାନାଗ  ପ୍ରଭୃତି ଭାରତୀୟ ଦର୍ଶନ, RUSA, RMSA,SSA ଇତ୍ୟାଦି ବିଷୟରେ ପାଠଚକ୍ର କାର୍ଯ୍ୟକ୍ରମରେ ଉପସ୍ଥାପନ କରି ଥିଲେ।ବିଭାଗୀୟ ଅଧ୍ୟାପିକା ଶ୍ରୀମତୀ ଅନିତା ଦାଶ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପାଠଚକ୍ର କାର୍ଯ୍ୟକ୍ରମ

ରେ ମହାବିଦ୍ୟାଳୟର ବହୁ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି।

Comments

Popular posts from this blog

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ

ଜଗବନ୍ଧୁ ଦାସ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ

ହରି ହର ଭେଟ ପାଇଁ ପ୍ରସ୍ତୁତି ବୈଠକ