ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ


 ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ ।


ବରପାଲି ତା:୩୦-୦୩(ନି ପ୍ର) ବରପାଲି ବ୍ଲକ ରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନା ର ଶୁଭାରମ୍ଭ ହୋଇଛି ।ପ୍ରଥମ ଦିନ ରେ ୨୫୪ ଟି କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି ।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ରୀନା ଥଇତ ,ସରପଞ୍ଚ ସଂଘ୍ ସଭାପତି ଅଧିକାରୀ ବାରିକ,ସାଂସଦ ପ୍ରତିନିଧି ଅଚ୍ୟୁତ ବାରିକ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭବାନୀ ମେହେର ଙ୍କ ସମେତ ସମସ୍ତ ଜିଲ୍ଲାପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ହେମନ୍ତ କୁମାର ପ୍ରଧାନ ଓ ଅଜିତ ପାଣିଗ୍ରାହୀ ।ଏହି କାର୍ଯକ୍ରମ ରେ ବହୁ ହିତାଧିକାରୀ ଯୋଗ ଦେଇଥିଲେ।

Comments

Popular posts from this blog

ଜଗବନ୍ଧୁ ଦାସ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ

ହରି ହର ଭେଟ ପାଇଁ ପ୍ରସ୍ତୁତି ବୈଠକ

ଜିଲ୍ଲା ସ୍ତରୀୟ ରେଡକ୍ରସ ଶିବିର ଉଦଘାଟିତ